ଭୁବନେଶ୍ୱର, ଓଡ଼ିଶା ଉଚ୍ଚନ୍ୟାୟାଳୟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିବା ଜଷ୍ଟିସ ଶୁଭାଶୀଷ ତାଳପତ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ପଟ୍ଟନାୟକ ଟ୍ୱିଟ କରି ତାଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କର ସଫଳ କାର୍ଯ୍ୟକାଳ ପାଇଁ କାମନା କରିଛନ୍ତି ।