ଗଞ୍ଜାମ – ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଉଥିବା ଗଞ୍ଜାମ ତାମ୍ପରା ଲେକ୍ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପକୁ ଲାଗିଛି ନେଶନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି)ର ଝଟକା । ତୁରନ୍ତ ଏହି କାମକୁ ବନ୍ଦ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏନଜିଟି । ଫଳରେ ରାଜ୍ୟ ସରକାରଙ୍କୁ ଝଟକା ଲାଗିଥିବା ଜଣାପଡିଛି ।
Related Stories
November 25, 2024