ଭୁବନେଶ୍ୱର, ଜଗତସିଂହପୁର ଜିଲ୍ଲା ସଦର ମହକୁମାରେ ୭୭ତମ ସ୍ୱାଧୀନତା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ରାଜ୍ୟ ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ଜାତୀୟ ପତାକା ଉତୋଳନ ପୂର୍ବକ ଉଦବୋଧନ ଦେଇଥିଲେ । ସମାରୋହରେ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ଜିଲ୍ଲାପାଳ, ଏସପି, ମାନ୍ୟଗଣ୍ୟ ଅତିଥି ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO