ଭୁବନେଶ୍ୱର, କଳାହାଣ୍ଡି ଜିଲ୍ଲା ସଦରମହକୁମା ଭବାନିପାଟଣାରେ ୭୭ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସରେ ଗ୍ରାମ୍ୟ ଉନ୍ନୟନ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରିତିରଞ୍ଜନ ଘଡାଇ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିଛନ୍ତି ।