ବଲାଙ୍ଗିର, ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ୍ ପରିସରରେ ଆଜି ସହଯୋଗ ଫାଉଣ୍ଡେସନ ତରଫରୁ ୪୪ ତମ ନିଶୁଳ୍କ ଅନ୍ନପୂର୍ଣ୍ଣା ଯୋଜନା ଅନ୍ତର୍ଗତ ୪୦୦ ରୁ ଅଧିକ ଲୋକଙ୍କ ପାଇଁ ଭାତ, ଡାଲମା, ଖଟା ମଧ୍ୟାହ୍ନ ଭୋଜନର ବ୍ୟବସ୍ଥା କରାଯାଇଥିଲା।
ଆଜିର କାର୍ଯ୍ୟକ୍ରମରେ ନରେଶ କୁମାର ତଳହର ଓ ତାଙ୍କର ପରିବାର ସହଯୋଗ କରି ଖାଦ୍ୟ ବ୍ୟବସ୍ଥା କରି ଆୟୋଜକ ସଂସ୍ଥାର ସ୍ବେଚ୍ଛାସେବୀ ମାନଙ୍କ ସହିତ ମିଶି ହସ୍ପିଟାଲର ରୋଗୀ ମାନଙ୍କୁ ଖାଦ୍ୟ ବଣ୍ଟନ କରିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO