ଭୁବନେଶ୍ୱର, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଗଭୀର ଶୋକ ପ୍ରକାଶ କରିଛନ୍ତି । ରାଜ୍ୟପାଳ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି ।
Related Stories
November 22, 2024