ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡର ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କୁ ଜନ୍ମ ଦିନରେ ଶୁଭକାମନା ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ସୋସିଆଲ ମିଡିଆ ସାଇଟ ଏକ୍ସରେ ଶୁଭକାମନା ଜଣାଇବା ସହ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି ।