ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶିଷ୍ଟ ସାହିତ୍ୟିକ ରାଧାମୋହନ ଗଡନାୟକଙ୍କୁ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି, ଓଡ଼ିଶାର ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ସାହିତ୍ୟିକ ରାଧାମୋହନ ଗଡ଼ନାୟକଙ୍କ ଜୟନ୍ତୀ ଅବସରରେ ପ୍ରଣାମ ।