ଭୁବନେଶ୍ୱର, ୫ଟି ସଚିବ ଭି.କେ. ପାଣ୍ଡିଆନ ଙ୍କ ଗସ୍ତକୁ ନେଇ ସାନଖେମୁଣ୍ଡି ବିଜେପି ପକ୍ଷରୁ ତୀବ୍ର ବିରୋଧ କରାଯାଇଛି I ଆଜି ଭି.କେ ପାଣ୍ଡିଆନ ଙ୍କ ଦିଗପହଣ୍ଡି ସାନଖେମୁଣ୍ଡି ଗସ୍ତ ଥିବା ବେଳେ ସାନଖେମୁଣ୍ଡି ଗାନ୍ଧି ଛକ ନିକଟରେ ୩୦ରୁ ଅଧିକ କର୍ମୀ କଳା ପୋଷାକ ପିନ୍ଧି ବିରୋଧ ପ୍ରଦର୍ଶନ କରିଛନ୍ତି I

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO