ଭୁବନେଶ୍ୱର, ସମ୍ବଲପୁର ବିଶ୍ୱବିଦ୍ୟାଳୟ ର ରାଜନୀତି ବିଜ୍ଞାନ ବିଭାଗର ଆସିଷ୍ଟାଣ୍ଡ ପ୍ରଫେସର ଡ଼. ରଜତ କୁଜୁରଙ୍କୁ ନିଲମ୍ବିତ କରାଯାଇଛି ।ତାଙ୍କ ବିରୋଧରେ ସେହି ବିଭାଗର ଜଣେ ଅଧ୍ୟାପିକା ନିର୍ଯ୍ୟାତନା ଅଭିଯୋଗ ଆଣିଥିଲେ । ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଏହି ସୂଚନା ଦେଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO