ଭୁବନେଶ୍ଵର, ଚଳିତ ମୌସୁମୀ ଋତୁରେ, ୧ ଜୁନ୍ ରୁ ୨ ସେପ୍ଟେମ୍ବର ସୁଦ୍ଧା ରାଜ୍ୟରେ ୭୮୯.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଯାହାକି ଏହି ସମୟରେ ସ୍ଵାଭାବିକ୍ ବର୍ଷା ୯୩୧.୯ ମି.ମି ରହିଥାଏ ।
ଏହି ଅବଧି ମଧ୍ୟରେ ୧୩ ଜିଲ୍ଲାରେ ନିଅଂଟିଆ ଏବଂ ଅନ୍ୟ ୧୭ ଜିଲ୍ଲାରେ ସ୍ଵାଭାବିକ ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO