
କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,ପୁରୀ,
ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ। ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।ରାଜ୍ୟରେ ବିଜେଡି ସରକାରଙ୍କ ବିଭିନ୍ନ ବିଭାଗରେ ମନ୍ତ୍ରୀ ଭାବେ ଦକ୍ଷତାର ସହ ସେ କାମ କରିଥିଲେ।ଶନିବାର ସନ୍ଧ୍ୟା ୭ଟା ୩୧ ମିନିଟ ୭୪ ବର୍ଷ ବୟସରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି।ଦିଗପହଣ୍ଡି ବିଧାନସଭା କ୍ଷେତ୍ରରୁ ସେ ପ୍ରତିନିଧିତ୍ଵ କରୁଥିଲେ।