ଭୁବନେଶ୍ୱର, ଓମାନରେ ଚାଲିଥିବା 5 ଏସିଆ କପର ଫାଇନାଲରେ ପାକିସ୍ତାନକୁ ପରାସ୍ତ କରି ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ ପୁରୁଷ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି । ସେ ଟ୍ୱିଟ କରି ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଭାରତୀୟ ଦଳର ବିଜୟର ଧାରା ଅବ୍ୟାହତ ରହୁ ବୋଲି କହିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO