ଭୁବନେଶ୍ୱର, ଆଜି ସନ୍ଧ୍ୟାରେ ନବୀନ ନିବାସରେ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ସମେତ ବରିଷ୍ଠ ନେତାଙ୍କୁ ଡକା ଯାଇଛି। ଆଗାମୀ ନିର୍ବାଚନ ନେଇ ପ୍ରସ୍ତୁତି,ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ, ଗାନ୍ଧୀ ଜୟନ୍ତୀରୁ ପଦଯାତ୍ରା, ମୁଖ୍ୟମନ୍ତ୍ରୀଙ୍କର ବିଭିନ୍ନ ସଭା ନେଇ ବୈଠକରେ ଆଲୋଚନା ହୋଇପାରେ ବୋଲି ବିଜେଡି ସୁତ୍ରରୁ ପ୍ରକାଶ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO