
ଭୁବନେଶ୍ଵର,ଚଳିତ ମୌସୁମୀ ଋତୁରେ, ୧ ଜୁନ୍ ରୁ ୫ ସେପ୍ଟେମ୍ବର ସୁଦ୍ଧା ରାଜ୍ୟରେ ୮୩୨.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଯାହାକି ଏହି ସମୟରେ ସ୍ଵାଭାବିକ୍ ବର୍ଷା ୯୬୩.୧ ମି.ମି ରହିଥାଏ ।
ଏହି ଅବଧି ମଧ୍ୟରେ ୧୦ ଜିଲ୍ଲାରେ ନିଅଂଟିଆ ଏବଂ ଅନ୍ୟ ୨୦ ଜିଲ୍ଲାରେ ସ୍ଵାଭାବିକ ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।