ନୂଆଦିଲ୍ଲୀ, ଜି-20 ଶିଖର ସମ୍ମିଳନୀ କାରଣରୁ ସେପ୍ଟେମ୍ବର 9 ତାରିଖରେ ରାଷ୍ଟ୍ରପତି ଭବନରେ ଚେଞ୍ଚ ଅଫ୍ ଗାର୍ଡ ସମାରୋହ ଅନୁଷ୍ଠିତ ହେବନାହିଁ । ଶୁକ୍ରବାର ଦିନ ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ହୋଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO