ଭୁବନେଶ୍ଵର, ୧୨ ତାରିଖ ବେଳକୁ ଉତରପଶ୍ଚିମ ପାର୍ଶ୍ଵବର୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ୧୨ ତାରିଖ ଠାରୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 23, 2024