ଭୁବନେଶ୍ୱର, ୨୦୨୪ ନିର୍ବାଚନ ନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି ଯେ ଗୋଟିଏ ଥରରେ କିଛି ହୋଇଯାଏନି, ଆମେ ତ ଏବେ ମୁଖ୍ୟ ବିରୋଧୀ ଦଳ ଅଛୁ । ବାରମ୍ବାର କହି ଆସିଛି ୨୦୨୪ରେ ଆମେ ହିଁ ସରକାର ଗଢ଼ିବୁ । ଅପେକ୍ଷା କରନ୍ତୁ ଏବଂ ଦେଖନ୍ତୁ, ଆମ ଭୋଟ ହାର କେତେ ବଢୁଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO