ଭୁବନେଶ୍ୱର, ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନରେ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ ଆରମ୍ଭ ହୋଇଛି । ଏହି ବୈଠକରେ ସବୁ ଜିଲ୍ଲାର ଜିଲ୍ଲାପାଳ ସାମିଲ ହୋଇଛନ୍ତି । ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ନେଇ ହେଉଛି ବିଭାଗୱାରୀ ସମୀକ୍ଷା କରାଯାଉଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO