-
ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରଞ୍ଜନ ପଲେଇ ଏବଂ କୋଦଳା ଏନଏସି ମଣ୍ଡଳ ସଭାପତି ମଧୁସୁଦନ ଜେନାଙ୍କୁ ନିଲମ୍ବନ କଲେ ରାଜ୍ୟ ସଭାପତି
ଭୁବନେଶ୍ୱର, ଅନୁଶାସନ ଭଙ୍ଗ, ବିଶୃଙ୍ଖଳିତ ଓ ଦଳବିରୋଧୀ କାର୍ଯ୍ୟ କାରଣରୁ ରାଜ୍ୟସଭାପତି ଶ୍ରୀ ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ଘୁମୁସୁର ସାଂଗଠନିକ ଜିଲ୍ଲାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରଞ୍ଜନ ପଲେଇ ଏବଂ କୋଦଳା ଏନଏସି ମଣ୍ଡଳ ସଭାପତି ମଧୁସୁଦନ ଜେନାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଗଲା ବୋଲି ଏକ ପ୍ରେସ ବିବୃତି ଜରିଆରେ ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଶ୍ରୀ ଦିଲୀପ ମଲ୍ଲିକ ସୂଚନା ଦେଇଛନ୍ତି ।