ଶିମଲା , ହିମାଚଳ ପ୍ରଦେଶରେ ବର୍ଷା ଓ ଭୂସ୍ଖଳନ ଯୋଗୁ ରାଜ୍ୟରେ ପ୍ରାୟ 12ହଜାର କୋଟିର କ୍ଷତି ହୋଇଥିବା ଅନୁମାନ କରାଯାଉଛି । କଂଗ୍ରେସ ନେତୃତ୍ୱାଧୀନ ସୁକ୍ଖୁ ସରକାର ଏହାକୁ ଜାତୀୟ ବିପର୍ଯ୍ୟୟ ଘୋଷଣା କରି ସ୍ପେଶାଲ ପ୍ୟାକେଜ ଦିଆଯାଉ ବୋଲି ଦାବି କରିଛି ।
ସରକାରୀ ହିସାବରେ ଦୁଇମାସରେ ପ୍ରବଳ ବର୍ଷା, ଭୂସ୍ଖଳନ ଓ ବନ୍ୟା ଯୋଗୁ ପ୍ରଦେଶରେ 4ଶହ ଲୋକଙ୍କ ଜୀବନ ଯାଇଛି । ସେହିପରି 13ହଜାରରୁ ଅଧିକ ଘର କ୍ଷତିଗ୍ରସ୍ତ ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO