ଭୁବନେଶ୍ୱର, ପ୍ରବଳ ବର୍ଷା ଯୋଗୁଁ ଆଜି ବଲାଙ୍ଗିରରେ ସବୁ ସ୍କୁଲ ଛୁଟି ରହିଛି । ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ରହିବ ବୋଲି ବଲାଙ୍ଗିର ଜିଲ୍ଲାପାଳ ଘୋଷଣା କରିଛନ୍ତି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO