ଭୁବନେଶ୍ୱର, ଆସନ୍ତାକାଲି (ଶୁକ୍ରବାର)ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ । ଶୁକ୍ରବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି ।
Related Stories
November 27, 2024
November 27, 2024