ପୁରୀ,ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି । ଏହା ଚଳିତ ମାସ ୫ ତାରିଖ ଠାରୁ ଡିସେମ୍ବର ୩ ତାରିଖ ୯୦ ଦିନ ପର୍ଯ୍ୟନ୍ତ ସମସ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଂଚଳ, ପୁରୀ ମୁନିସିପାଲିଟି, ପିପିଲି, କୋଣାର୍କ ଓ ନିମାପଡା ଏନଏସି ଅଂଚଳରେ ବଳବତର ରହିବ । ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ୍ ବ୍ୟବହାରକୁ ବେଆଇନ ଘୋଷଣା କରାଯାଇଛି ବୋଲି ଏସପି ଡଃ. କନୱର ବିଶାଲ ସିଂ ସୂଚନା ଦେଇଛନ୍ତି ।
Related Stories
November 22, 2024