ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉତମ ସ୍ୱାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଛନ୍ତି ।
Related Stories
September 26, 2023