ଭୁବନେଶ୍ଵର, ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ଏହା ଆଗାମୀ ୨ ଦିନ ଯାଏଁ ଉତର ଓଡିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO