ଭୁବନେଶ୍ୱର, ଶାନ୍ତି, ମୈତ୍ରୀ ଓ ଆନନ୍ଦର ପବିତ୍ର ପରମ୍ପରା ଓ ପର୍ବ ‘ନୂଆଁଖାଇ’ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ରାଜ୍ୟବାସୀ ବିଶେଷ କରି ପଶ୍ଚିମ ଓଡିଶା ଭାଇ ଭଉଣୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ମା ସମଲେଇଙ୍କୁ ପ୍ରାର୍ଥନା କରି ସମସ୍ତଙ୍କ ସମୃଦ୍ଧି କାମନା କରିଛନ୍ତି।
Related Stories
December 21, 2024