ବାରିପଦା, ମୟୂରଭଞ୍ଜ ଜିଲ୍ଲା ଖିଚିଂ ସ୍ଥିତ ମା କିଚକେଶ୍ଵରୀଙ୍କ ମନ୍ଦିରରୁ ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଛି । ଚୋରମାନେ ମନ୍ଦିରର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି । ଏଥିସହ ମା ଙ୍କ ବିଭିନ୍ନ ସୁନା ଅଳଙ୍କାର ଚୋରି ହୋଇଛି । ଖବର ପାଇ ଘଟଣାସ୍ଥଳରେ ରରୁଆଁ ପୋଲିସ ପହଂଚି ଛାନଭିନ୍ ଚଳାଇଛି ।
ପ୍ରକାଶ ଥାଉକି, ୬ ମାସ ତଳେ ମଧ୍ୟ ମନ୍ଦିରର ହୁଣ୍ଡି ଭଙ୍ଗାଯାଇ ଟଙ୍କା ଲୁଟ୍ ହୋଇଥିଲା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO