ଭୁବନେଶ୍ୱର, କେନ୍ଦ୍ରାପଡାରେ ଚାଞ୍ଚଲ୍ୟ । କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକ ଅନ୍ତର୍ଗତ ବରୁଣାଡିଆ ପଞ୍ଚାୟତ ଦକ୍ଷିଣ ସାହି ପଛପଟକୁ ଲାଗିଥିବା ଖରସ୍ରୋତା ନଦୀରେ ଭାସୁଛି ଅଚିହ୍ନା ମୃତଦେହ । ମୃତଦେହଟି କାହାର ଏବଂ କେଉଁଠାରୁ ଆସିଲା ସେ ନେଇ କୌଣସି ତଥ୍ୟ ମିଳିନି । ତେବେ ସ୍ଥାନୀୟ ଲୋକେ ମୃତଦେହ ଭାସୁଥିବାର ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ କରିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO