ବଲାଙ୍ଗୀର, ବଲାଙ୍ଗିର ଜିଲ୍ଲା କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି ଓ ବଲାଙ୍ଗିର ଜିଲ୍ଲା କଂଗ୍ରେସ ପକ୍ଷରୁ ମାଧିଆପାଲି ଗ୍ରାମରେ ଜିଲ୍ଲା କଂଗ୍ରେସ ଓ ଟାଉନ କଂଗ୍ରେସ ପକ୍ଷରୁ ଘରେ ଘରେ କଂଗ୍ରେସ, ଘରେ ଘରେ ହାତର କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି।
ଏହି କାର୍ଯ୍ୟକ୍ରମରେ କଂଗ୍ରେସର ସମସ୍ତ ପଦାଧିକାରୀ ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO