ଗଞ୍ଜାମ,ଦିଗପହଣ୍ଡି ବ୍ଳକ ଉପନିର୍ବାଚନରେ ବିଜେଡ଼ି ବିଦ୍ରୋହୀ ଗୋଷ୍ଠୀ ପ୍ରାର୍ଥୀ ଯମୁନା ନାୟକ ବିଜୟୀ ଘୋଷିତ ହୋଇଛନ୍ତି । ନିର୍ଦ୍ଧାରିତ ସମୟରେ ଯମୁନାଙ୍କ ବ୍ୟତୀତ ଅନ୍ୟ କେହି ପ୍ରାର୍ଥୀ ପତ୍ର ଦାଖଲ କରି ନଥିବାରୁ ସେ ବିନା ପ୍ରତିଦ୍ୱନ୍ଦିତାରେ ନିର୍ବାଚିତ ହୋଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO