ଭୁବନେଶ୍ୱର,ଅନୁଗୁଳ ଜିଲ୍ଲା ପାଇଁ ଦୁଇଜଣ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନୁଗୁଳ ଓ ଆଠମଲ୍ଲିକ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଚିନ୍ମୟ ସାହୁଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଛେଣ୍ଡିପଦା ଓ ପାଲଲହଡା ପାଇଁ ନେପୁ ସାହୁଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଏନେଇ ବିଜେଡିର ସାଙ୍ଗଠନିକ ସଭାପତି ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି ।
Related Stories
October 9, 2024
October 9, 2024