ଭୁବନେଶ୍ୱର, ଗଜପତି ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ଦୁଇଜଣଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାରଳାଖେମୁଣ୍ଡି ବିଧାନସଭା କ୍ଷେତ୍ର ପାଇଁ ଶଶିଭୂଷଣ ମହାନ୍ତି ଓ ମୋହନା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପୃଥ୍ୱୀରାଜ ସାହୁଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ବିଜେଡିର ସାଙ୍ଗଠନିକ ସଭାପତି ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି ।
Related Stories
November 23, 2024