ନୂଆଦିଲ୍ଲୀ, ଆମ ଆଦମୀ ପାର୍ଟିର ବିଧାୟକଙ୍କ ଘରେ ଇଡି ରେଡ୍ । ମନି ଲଣ୍ଡରିଂ ମାମଲାରେ ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲା ଖାନଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରିଛି ।
ଇଡି ଦିଲ୍ଲୀର ଚହଲାସ୍ଥିତ ଖାନଙ୍କ ବାସଭବନରେ ତଲାସୀ ଅଭିଯାନ ଜାରି ରଖିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO