
ଭୁବନେଶ୍ୱର, ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାଜ୍ଯସ୍ତରୀୟ ମହାନ୍ ସ୍ବାଧୀନତା ସଂଗ୍ରାମୀ ଶହୀଦ୍ ବାଜି ରାଉତଙ୍କ ପବିତ୍ର ପୂଣ୍ଯତିଥି ଏବଂ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପବିତ୍ର ଜୟନ୍ତୀ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ଏଥିସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ।