ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି,ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ, ଶିକ୍ଷାବିତ୍, ସତ୍ୟବାଦୀ ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ସ୍ୱର୍ଗତ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO