ଭୁବନେଶ୍ଵର, ଆଗାମୀ ୪ ଦିନ ଯାଏଁ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଥିବା ବେଳେ ବଙ୍ଗୋପସାଗରରୁ ପୂର୍ବାଳୀ -ତରଙ୍ଗ ପ୍ରଭାବରେ ୧ ରୁ ୩ ନଭେମ୍ବର ଯାଏଁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
September 19, 2024
September 19, 2024