ଭୁବନେଶ୍ୱର,ମହିଳା ସାମ୍ବାଦିକଙ୍କୁ ଚାପୁଡ଼ା ମାରିବା ମାମଲା । ଟୁଟୁ ନାୟକଙ୍କ ବିରୋଧରେ ନିଜ ଆଡୁ ମାମଲା ରୁଜୁ କଲା ମହିଳା କମିଶନ । ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କଲେ କମିଶନ । 15 ଦିନ ଭିତରେ ମାମଲାର ତଦନ୍ତ ନେଇ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଏଠାରେ ସୂଚନାଯୋଗ୍ୟ, ଗତକାଲି କାର୍ଯ୍ୟରତ ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ସଂଜୟ ନାୟକମାଡ଼ ମାରିଥିବା ଅଭିଯୋଗ ହୋଇଥିଲା।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO