ଭୁବନେଶ୍ୱର, ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ଢେଙ୍କାନାଳ ପରଜଙ୍ଗ ଅନ୍ତର୍ଗତ 149 ନମ୍ବର ଜାତୀୟ ରାଜପଥ ଭେଜିଆ ନୂଆସାହି ନିକଟରେ ଦୁର୍ଘଟଣା ଘଟିଛି । ମୃତକ ଖମାର ଥାନା ଅଞ୍ଚଳର ହୋଇଥିବା ପରିଚୟ ଏବେ ସୁଦ୍ଧା ଜଣାପଡିନାହିଁ । ଘଟଣାସ୍ଥଳରେ ମହାବିରୋଡ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO