ଭୁବନେଶ୍ୱର– ରାଜ୍ୟପାଳ ରଘୁବର ଦାସ ପ୍ରସିଦ୍ଧ ବୈଜ୍ଞାନିକ ସିଭି ରମଣଙ୍କୁ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ମହାନ ବୈଜ୍ଞାନିକ ଓ ଫିଜିକ୍ସରେ ନୋବେଲ ପୁରସ୍କାର ବିଜେତା ଭାରତ ରତ୍ନ ଡ. ସିଭି ରମଣଙ୍କ ଜୟନ୍ତୀରେ କୋଟି କୋଟି ନମନ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO