ଭୁବନେଶ୍ୱର, ବରଗଡ ଜିଲ୍ଲା ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣାରେ ଭଟଲି ବିଧାୟକଙ୍କ ସଂପୃକ୍ତି ଅଭିଯୋଗ କରି ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ରେ ମାମଲା ହୋଇଛି । ଭଟଲି ବିଧାୟକ ସୁଶାନ୍ତ ସିଂଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରି ନ୍ୟାୟ ପାଇଁ ଲଢେଇ ପରିବାରର ରାଜ୍ୟ ସଭାପତି ସୁବ୍ରତ ଦାସ ଏନଏଚଆରସିଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଏହି ଆବେଦନରେ ବରଗଡ଼ ଏସ୍ପି, ପୋଲିସ ଡିଜି, ଗୃହ ବିଭାଗ ସଚିବ ଓ ମୁଖ୍ୟମନ୍ତ୍ରୀ ଙ୍କୁ ପକ୍ଷଭୁକ୍ତ କରାଯାଇଛି ।
Related Stories
November 23, 2024