ଭୋପାଳ,ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଶନିବାର ନିଜର ସଂକଳ୍ପ ପତ୍ର ଜାରି କରିବ ବିଜେପି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଜି ଦ୍ୱିପ୍ରହର ସମୟରେ ସଂକଳ୍ପ ପତ୍ର ଲୋକାର୍ପଣ କରିବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ, ଘୋଷଣା ପତ୍ର ସମିତିର ଅଧ୍ୟକ୍ଷ ଜୟନ୍ତ ମଲୈୟା, ପ୍ରଦେଶ ଅଧ୍ୟକ୍ଷ ଭିଡି ଶର୍ମା, ନିର୍ବାଚନୀ ପ୍ରବନ୍ଧ ସମିତି ଅଧ୍ୟକ୍ଷ ନରେନ୍ଦ୍ର ସିଂହ ତୋମାର ଉପସ୍ଥିତ ରହିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO