ଜୟପୁର, ଜୟପୁର ବ୍ଲକ ଅନ୍ତର୍ଗତ ଫାମ୍ପୁଣି ଠାରେ ଗ୍ରାମିଣ ବଜାର ଗୃହ ସୋମବାର ଉଦଘାଟିତ ହୋଇଛି । ଜୟପୁର ବିଧାୟକ ତାରା ପ୍ରସାଦ ବାହିନିପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟିତ କରିଛନ୍ତି । ୧୦ ଲକ୍ଷ ଟଙ୍କା ବିନିମୟରେ ଏହି ଗ୍ରାମିଣ ବଜାର ଗୃହ ନିର୍ମାଣ ହୋଇଛି । ଏଠାରେ ଅନ୍ୟ ମାନଙ୍କ ମଧ୍ୟରେ ଜୟପୁର ବିଡିଓ ଶକ୍ତି ମହାପାତ୍ର, ଏବିଡିଓ ମନୋଜ ନାୟକ, ସହକାରି ଯନ୍ତ୍ରୀ ବିଶ୍ୱ ନାଥ ପାତ୍ର ପ୍ରମୁଖ ଉପସ୍ଥତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO