ଭୁବନେଶ୍ୱର– ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ ମହାଗବ ଛକରେ ସଡ଼କ ଦୁର୍ଘଟଣା l ସାଇକେଲ ଆରୋହୀଙ୍କୁ ସlମ୍ନା ପଟୁ ଧକ୍କା ଦେଲା ବାଇକ l ଦୁର୍ଘଟଣା ଯୋଗୁ ଉଭୟ ସାଇକେଲ ଆରୋହୀ ଓ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି । ଘଟଣା ସ୍ଥଳରେ କମର୍ଦ୍ଦା ପୋଲିସ ପହଞ୍ଚି ତଦନ୍ତ କରୁଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO