ଭୁବନେଶ୍ୱର– ବେଶ୍ ଧୁମଧାମରେ ସରିଛି ଭଦ୍ରକର ପ୍ରସିଦ୍ଧ କାଳୀପୂଜା । ଦୀର୍ଘ 7ଦିନ ଧରି ପୂଜା ପାଉଥିଲେ ମହାକାଳୀ । 7ଦିନ ଧରି ମାଆଙ୍କର ବିଭିନ୍ନ ବେଶ ଅନୁଷ୍ଠିତ ହେଉଥିଲା । ଗତକାଲି ପୂଜାର ଅନ୍ତିମ ଦିନ ଥିବା ବେଳେ ଆଜି ମାଆଙ୍କୁ ମେଲାଣି ଦିଆଯାଉଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO