ଭୁବନେଶ୍ୱର, 20 ନଭେମ୍ବର (ହି.ସ.)ବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଣାଶୁଣା କାର୍ଡିଓଲୋଜିଷ୍ଟ ତଥା ଫାଇନ୍ ଆର୍ଟିଷ୍ଟ ଜେପି ଦାସଙ୍କ ବିୟୋଗ ଖବର ଶୁଣି ଦୁଃଖିତ । ଏସସିବି ମେଡିକାଲ କଲେଜର କାର୍ଡିଓଲୋଜି ବିଭାଗର ପ୍ରଥମ ମୁଖ୍ୟ ଭାବେ ହୃଦରୋଗ କ୍ଷେତ୍ରରେ ଅନେକଙ୍କ ଜୀବନ ବଞ୍ଚାଇବା ଦିଗରେ ତାଙ୍କ ଅବଦାନ ଅତୁଳନୀୟ । ତାଙ୍କର ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଉଛି, ଓମ୍ ଶାନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO