ଭୁବନେଶ୍ୱର– ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଜାମିନ ଆବେଦନ ମାମଲାର ଶୁଣାଣି ହାଇକୋର୍ଟରେ ଶେଷ ହୋଇଛି । ଜାମିନ୍ ଆବେଦନର ଶୁଣାଣି କରି ହାଇକୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି । ପ୍ରବର୍ତନ ନିର୍ଦ୍ଦେଶାଳୟ ମାମଲାରେ ଜାମିନ ଆବେଦନ କରିଥିଲେ ଅର୍ଚ୍ଚନା ନାଗ । ଇଡି ମାମଲାରେ ଏବେ ବିଚାରବିଭାଗୀୟ ହାଜତରେ ଅଛନ୍ତି ଅର୍ଚ୍ଚନା ।
Related Stories
November 23, 2024