ଭୁବନେଶ୍ୱର– ବୌଦ୍ଧ ମୁଖ୍ୟ ଚିକିତ୍ସାଳୟ ଔଷଧ ଗୋଦାମରେ ଅଗ୍ନିକାଣ୍ଡ । ସର୍ଟ ସର୍କିଟ ଯୋଗୁଁ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ନିଆଁରେ ଲକ୍ଷାଧିକ ଟଙ୍କାର ମେଡିସିନ ପୋଡ଼ି ନଷ୍ଟ ହୋଇଥିବା ସୂଚନା ମିଳିଛି । ବହୁ ମୂଲ୍ୟବାନ ଇଞ୍ଜେକସନ, ମେଡିସିନ ପୋଡ଼ି ନଷ୍ଟ ହୋଇଯାଇଛି । ଏସି, ଡିପ୍ ଫ୍ରିଜର ସହିତ ବହୁ ବିଦ୍ୟୁତ୍ ସାମଗ୍ରୀ ନଷ୍ଟ ହୋଇଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO