ଭୁବନେଶ୍ୱର– ବାଲି ବୋଝେଇ ଟ୍ରାକ୍ଟର ଓଲଟି ଜଣେ ମୃତ । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ପଥୁରୀ ଅଞ୍ଚଳରେ ଏକ ଟ୍ରାକ୍ଟର ବାଲି ଆଣିବା ପାଇଁ ଯାଇଥିବା ବେଳେ ଏହା ଓଲଟି ପଡିଥିଲା । ଫଳରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ପଥୁରୀ ଗ୍ରାମର ରବିନ ଦେହୁରୀ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO