ଭୁବନେଶ୍ୱର– ଲାଂଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଜିଆରଏସ୍ । ୧୫ ହଜାର ଟଙ୍କା ଲାଂଚ ନେବାବେଳେ ଜୟପାଟଣା ବକ ବଡ଼କର୍ଲାକୋଟ ଜିଆରଏସ୍ ମାର୍ଗେରେଟ୍ ପାଣିଗ୍ରାହୀ ଙ୍କୁ ଭିଜିଲାନ୍ସ ଧରିଛି । ଜବ୍ କାର୍ଡଧାରୀଙ୍କଠାରୁ ଲାଂଚ ନେବା ଅଭିଯୋଗ ପାଇ ଭିଜିଲାନ୍ସ ଅଧିକାରୀମାନେ ଚଢାଉ କରିଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO